ଆଜିର ଖବର ଫାଇଭ୍ ଟି ସଚିବ ପାଣ୍ଡିଆନଙ୍କ ଶ୍ବଶୁର ତଥା ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ ଭୁବନେଶ୍ବର : ଜାମସେଦପୁରର ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ଆଜି ପରଲୋକ ହୋଇଛି । ସୋମବାର ସନ୍ଧ୍ୟାରେ ଭୁବନେଶ୍ବରରେ ତାଙ୍କର ପରଲୋକ ହୋଇଛି। କେନ୍ଦ୍ରାପଡାର…