ଆଜିର ଖବର ହାତ ଛାଡିଲେ ସୁମିତ୍ରା ଜେନା ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବାବେଳେ ରାଜ୍ୟକଂଗ୍ରେସରେ କନ୍ଦଳ ତୀବ୍ର ରୂପ ନେଇଛି। ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ସୁମିତ୍ରା ଜେନା।…