ଆଜିର ଖବର ବିଜେଡି ଛାଡିଲେ ବରିର ପୂର୍ବତନ ବିଧାୟିକା ସୁନନ୍ଦା ଦାସ, କେଉଁଦଳକୁ ଯିବେ ??? ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଇଛନ୍ତି ବରିର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ନିଜର ଇସ୍ତଫା ପତ୍ର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏ ନେଇ…