ଆଜିର ଖବର କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଚୟନ ହେଲା ଏଫଟିଆଇଆଇ ଛାତ୍ରଙ୍କ ଫିଲ୍ମ ‘‘ସନଫ୍ଲାୱାର୍ସ ୱେର୍ ଦ ଫର୍ଷ୍ଟ ୱନ୍ସ ଟୁ ନୋ’’ ନୂଆଦିଲ୍ଲୀ: ଫ୍ରାନ୍ସର ୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବର ‘ଲା ସିନେଫ୍’ ପ୍ରତିଯୋଗିତାମୂଳକ ବିଭାଗରେ ଭାରତୀୟ ଚଳଚ୍ଚିତ୍ର ଓ ଟେଲିଭିଜନ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏଫଟିଆଇଆଇ)ର ଛାତ୍ର ଚିଦାନନ୍ଦ…