ଆଜିର ଖବର ସୁରେଶ ୱାଡେକରଙ୍କ ଏକ ଭକ୍ତି ଗୀତ ସେୟାର କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁରେଶ ୱାଡେକର ଏବଂ ଆର୍ଯ୍ୟ ଆମ୍ବେଦକରଙ୍କ ଏକ ଭକ୍ତିଗୀତକୁ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ପୂରା ଦେଶ ରାମ ଭକ୍ତିରେ ଭାବବିହ୍ୱଳିତ।…