ଆଜିର ଖବର ଆଜି ନ୍ୟୁଜିଲାଣ୍ଡ ବିପକ୍ଷରେ ୫ମ ଟି-୨୦: ରୋହିତ ଶର୍ମାଙ୍କ ଏହି ବଡ ରେକର୍ଡ ଭାଙ୍ଗିବେ ସୂର୍ଯ୍ୟକୁମାର ଯାଦବ! ନୂଆଦିଲ୍ଲୀ: ସୂର୍ଯ୍ୟକୁମାର ଯାଦବଙ୍କ ପାଖରେ ଆଜି ରୋହିତ ଶର୍ମାଙ୍କ ଏକ ବଡ଼ ରେକର୍ଡ ଭାଙ୍ଗିବାର ସୁଯୋଗ ଅଛି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ…