ଆଜିର ଖବର ଜାଣନ୍ତୁ ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ, ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସଙ୍ଗରୋଧରେ ରହିବାକୁ ନିବେଦନ ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର : ରାଜ୍ୟରେ ଗତକାଲି ପଞ୍ଚମ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଥିବା ବେଳେ ଆଜି ବିଏମ୍ସି ପକ୍ଷରୁ ଉକ୍ତ ବ୍ୟକ୍ତିଙ୍କର ପରିଚୟ ପ୍ରଦାନ କରାଯାଇଛି…