ଆଜିର ଖବର ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲା : ସୁଶେନ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ ବହୁଚର୍ଚ୍ଚିତ ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲା ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡରେ ସୁଶେନ ମୋହନ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି କୋର୍ଟ। ୩୬୦୦ କୋଟି ଦୁର୍ନୀତି ମାମଲାରେ ଗିରଫ…