ଆଜିର ଖବର ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ବିଜ୍ଞାପନ ବଜାରରେ ବଡ଼ ପ୍ରତିଯୋଗୀତା: ଜାଣନ୍ତୁ ୧୦-ସେକେଣ୍ଡ ସ୍ଲଟର ମୂଲ୍ୟ ନୂଆଦିଲ୍ଲୀ: ଯେତେବେଳେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୁଅନ୍ତି, ଦର୍ଶକଙ୍କ ଉତ୍ସାହ ଶୀର୍ଷରେ ପହଞ୍ଚିଥାଏ। କଲମ୍ବୋରେ ଏହି ହାଇ-ଭୋଲଟେଜ୍ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ପୂର୍ବରୁ ଟିଭି ଦର୍ଶକମାନେ…