ଜାତୀୟ ଖବର ୨୦୨୬ ଟି-୨୦ ବିଶ୍ୱକପ୍ ଦେଖିବା ପାଇଁ ଭାରତ ଆସିବେ ମେସି!: ଟିକେଟ୍ ଉପହାର ଦେଲେ ଜୟ ଶାହ ନୂଆଦିଲ୍ଲୀ: ୨୦୨୬ ଟି-୨୦ ବିଶ୍ୱକପ୍ ଆସନ୍ତା ବର୍ଷ ଫେବୃଆରୀ-ମାର୍ଚ୍ଚରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଭାରତର ପ୍ରଥମ ମ୍ୟାଚ୍ ଫେବୃଆରୀ ୭ ତାରିଖରେ ଆମେରିକା ବିପକ୍ଷରେ ହେବ। ICC ଅଧ୍ୟକ୍ଷ…