ଆଞ୍ଚଳିକ ଟାଙ୍ଗୀ: ସ୍ଵାଧୀନତା ଦିବସରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କଲେ ୧୯୯୭ ବ୍ୟାଚର ବିଦ୍ୟାର୍ଥୀ ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଳରାମଦେବ ବିଦ୍ୟାପୀଠରେ ସ୍ଵାଧୀନତା ଦିବସ ପ୍ୟାରେଡ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଉକ୍ତ…