ଅନ୍ତରାଷ୍ଟ୍ରୀୟ ବନ୍ଧୁତାର ହାତ ବଢାଇଲା ଭାରତ: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଗସ୍ତ ପାଇଁ କଲା ନିମନ୍ତ୍ରଣ ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଆଜି ବାଂଲାଦେଶର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କୁ ଭେଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଅଭିନନ୍ଦନ ପତ୍ର ପ୍ରଦାନ କରିଛନ୍ତି।…