ଜାତୀୟ ଖବର ୬ଟି ବନ୍ଦେ ଭାରତ ଟ୍ରେନ୍ କୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ…