ଆଜିର ଖବର ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମଗ୍ର ଦେଶର ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପର ଅସାଧାରଣ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ଧାମର ମହର୍ଷି ବାଲ୍ମୀକି…