ଅନ୍ତରାଷ୍ଟ୍ରୀୟ ଜିଓରେ ୪ ହଜାର ୫୪୬ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଟିପିଜି, ନିବେଶ ପରିମାଣ ୧ ଲକ୍ଷ କୋଟି ଟଙ୍କା ଟପିଲା ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍) ପକ୍ଷରୁ ଆଜି ଘୋଷଣା…