ଜାତୀୟ ଖବର ଅଭିନେତା ବିଜୟଙ୍କ ରାଲିରେ ଦଳାଚକଟା, ୩୧ ଜଣଙ୍କର ମୃତ୍ୟୁ ଆଶଙ୍କା, ଅନେକ ଆହତ ଚେନ୍ନାଇ: ତାମିଲନାଡୁର କରୁରରେ ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ରାଲିରେ ଦଳାଚକଟା ହୋଇଛି। କରୁର ସରକାରୀ ହସ୍ପିଟାଲର ସୂତ୍ର ଅନୁଯାୟୀ ୩୧ ଜଣଙ୍କର ମୃତ୍ୟୁ ହୋଇଛି। ଆହୁରି…