ଆଜିର ଖବର ତିମୋର-ଲେଷ୍ଟେର ସର୍ବୋଚ୍ଚ ସମ୍ମାନ ଗ୍ରାଣ୍ଡ କୋଲାର ଅଫ ଦ ଅର୍ଡରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନିତ ନୂଆଦିଲ୍ଲୀ: ତିମୋର-ଲେଷ୍ଟେର ସର୍ବୋଚ୍ଚ ନାଗରିକ ସମ୍ମାନ ଗ୍ରାଣ୍ଡ କୋଲାର ଅଫ ଦ ଅର୍ଡରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ…