ଆଜିର ଖବର ୧୯ ବିଦ୍ରୋହୀ ଟିଏମସି ସାଂସଦଙ୍କ ତାଲିକା ପ୍ରକାଶ: ରଚନା ବାନାର୍ଜୀ ଏବଂ ଶତ୍ରୁଘ୍ନ ସିହ୍ନା ମଧ୍ୟ ସାମିଲ ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜନୀତିରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ଲୋକସଭା ବାଚସ୍ପତିଙ୍କୁ ଏକ ଚିଠିରେ ଦସ୍ତଖତ କରିଥିବା ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସର ୧୯ ଜଣ ବିଦ୍ରୋହୀ…