train tragedy

ନୂଆଦିଲ୍ଲୀ: ଗଣମାଧ୍ୟମ ସୂଚନା ଅନୁଯାୟୀ ପଶ୍ଚିମବଙ୍ଗର ରଙ୍ଗାପାନି ଷ୍ଟେସନ ନିକଟରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ଏଥିରେ ୬୦ ଜଣ ଆହତ ହୋଇଛନ୍ତି।…