ଆଜିର ଖବର ସୋର ଷ୍ଟେସନରେ ମାଲବାହୀ ଟ୍ରେନର ୮ ବଗିରେ ଭୟାବହ ଅଗ୍ନିକାଣ୍ଡ ସୋର: ବାଲେଶ୍ୱର ଜିଲ୍ଲା ସୋର ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଧାମରାରୁ ହାୱଡ଼ା ଯାଉଥିବା କୋଇଲା ବୋଝେଇ ଟ୍ରେନର ୮ଟି ବଗିରେ…