ଆଜିର ଖବର ଏଣିକି ନୂଆଗାଡି କିଣିଲେ ଫାଷ୍ଟଟ୍ୟାଗ କ୍ୟାପଚର୍ସ ହେବ ବାଧ୍ୟତାମୂଳକ, ସଡକ ପରିବହନ ମନ୍ତ୍ରଣାଳୟର ନିର୍ଦ୍ଦେଶ ନୂଆଦିଲ୍ଲୀ, ସାରା ଦେଶରେ ନୂଆ ଯାନବାହନ ପଞ୍ଜିକରଣ ବେଳେ ଫାଷ୍ଟଟ୍ୟାଗ କ୍ୟାପଚର ତଥା ଫିଟନେସ ସାର୍ଟିଫିକେଟକୁ ସୁନିଶ୍ଚିତ କରାଯିବା ଜରୁରି । କେନ୍ଦ୍ର ସଡ଼କ ପରିବହନ ଓ…