ଆଜିର ଖବର ଆମେରିକା-ମେକ୍ସିକୋ ସୀମା ବନ୍ଦ କରିବାକୁ ଟ୍ରମ୍ପଙ୍କ ଧମକ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା-ମେକ୍ସିକୋ ସୀମା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିନ ଟ୍ରମ୍ପ କହିଛନ୍ତି ଯଦି ମେକ୍ସିକୋ ତରଫରୁ ଅନୁପ୍ରବେଶକାରୀଙ୍କୁ ରୋକିବା ନିମନ୍ତେ…