Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଯାଜପୁରର ଦାନଗଦିରେ ଖୋଲିଲା ଭାରତର ବୃହତ୍ତମ ଫ୍ୟାସନ୍ ଡେଷ୍ଟିନେସନ୍ ଟ୍ରେଣ୍ଡସ୍

ଯାଜପୁର: ଭାରତର ବୃହତ୍ତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ଆପାରେଲ୍‌ ଏବଂ ଆସେସୋରୀ ସ୍ପେସିଆଲିଟି ଚେନ୍‌ ରିଲାଏନ୍ସ ରିଟେଲ, ଟ୍ରେଣ୍ଡସ୍ ଓଡ଼ିଶାର ଯାଜପୁର ଜିଲ୍ଲାର ଦାନଗଦି ଟାଉନରେ ଏହାର ନୂଆ ଷ୍ଟୋର୍ ଶୁଭାରମ୍ଭ ଘୋଷଣା କରିଛି।

ଟ୍ରେଣ୍ଡସ୍ ବାସ୍ତବରେ ଭାରତର ଫ୍ୟାସନରେ ଗଣତନ୍ତ୍ରର ବିକାଶ କରିଛି ଏହା ଭାରତର ଗ୍ରାହକଙ୍କ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟାୟାର ୧, ଟାୟାର ୨ ଟାଉନ୍ ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚି ସମ୍ପର୍କ ଦୃଢ଼ କରିଛି ଏବଂ ଭାରତର ସର୍ବାଧିକ ପସନ୍ଦର ଫ୍ୟାସନ୍ ସପିଙ୍ଗ୍ ଡେଷ୍ଟିନେସନ୍ ପାଲଟିଛି।

ଦାନଗଦିରେ ଟ୍ରେଣ୍ଡସ୍ ଷ୍ଟୋରର ଆଧୁନିକ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ୍ ମର୍ଚ୍ଚାଣ୍ଡାଇଜର ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ଟାଉନ୍‌ର ଗ୍ରାହକମାନେ ଟ୍ରେଣ୍ଡି ଓମେନ୍ ୱିୟର୍, ମେନ୍ସ ୱିୟର୍, କିଡସ୍ ୱିୟର୍ ଏବଂ ଫ୍ୟାସନ୍ ଆସେସୋରିଜ୍ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିଛନ୍ତି।

ଏହି ୫୯୨୫ ବର୍ଗଫୁଟର ଷ୍ଟୋର୍ ହେଉଛି ଦାନଗଦିର ପ୍ରଥମ ଟ୍ରେଣ୍ଡସ ଷ୍ଟୋର୍ ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ୍ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର୍ ରହିଛି: ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ, ଖାଲି ସେତିକି ନୁହେଁ ତାହା ସହିତ ଗ୍ରାହକ ମଧ୍ୟ ୩୯୯୯ ଟଙ୍କାର କିଣାକିଣି ଉପରେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇବେ।

ତେବେ ଗ୍ରେଟ୍ ଫ୍ୟାସନ୍ ସପିଙ୍ଗ୍ ଏକ୍ସପେରିଏନ୍ସର ଆନନ୍ଦ ପାଇଁ ଏବେ ହିଁ ଦାନଗଦିରେ ଟ୍ରେଣ୍ଡସର ନୂଆ ଷ୍ଟୋରକୁ ଯାଆନ୍ତୁ।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ନିଆଳି ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ 

ଭୁବନେଶ୍ୱର/କଟକ: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଟକ ଜିଲ୍ଲାର ନିଆଳି ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ନିଆଳି ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ନିଆଳି ସହର ତଥା ନିକଟବର୍ତ୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ନିଆଳି ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୭୭୦୦ ବର୍ଗଫୁଟ ପରିମିତି ରହିଛି। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୪୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ନିଆଳି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।