ଆଜିର ଖବର ୩୫ ବର୍ଷ ବୟସରେ ବଲିଉଡ୍ର ବୋଲ୍ଡ ଅଭିନେତ୍ରୀ ତନୁଶ୍ରୀ ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍ସେଦ୍ପୁରଠାରେ ଜନ୍ମଗ୍ରହଣ କରିଥିଲେ। ୨୦୦୩ ମସିହାରେ ମିସ୍ ଫେମିନା…