ଜାତୀୟ ଖବର ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ ନୂଆଦିଲ୍ଲୀ: ଆଜି ୧୯ ବର୍ଷରୁ କମ୍ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସୁପର ୬ ମ୍ୟାଚ୍ ଖେଳାଯିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ୍ ଗୁରୁତ୍ୱପୂର୍ଣ୍ଣ।…