ଆଜିର ଖବର ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍ ନୂଆଦିଲ୍ଲୀ: ଦେଶସାରା ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର୍ ଲିକ୍, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତାରୁ ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। “ସାର୍ବଜନୀନ…