ଆଜିର ଖବର ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ଉଧମପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉଧମପୁରର ରାମନଗରର କାଗୋତ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି ଏବଂ ଏହି ମର୍ମନ୍ତୁଦ…