ଆଜିର ଖବର ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଏହାର ପ୍ରତିଷ୍ଠିତ ସ୍ନାତକ (ଅଣ୍ଡର ଗ୍ରାଜୁଏଟ) ଏବଂ ସ୍ନାତକୋତ୍ତର (ପିଜି) ଛାତ୍ରବୃତ୍ତିର ଫଳାଫଳ ଘୋଷଣା କରାଯାଇଛି ।…