ଆଜିର ଖବର ଦ୍ରୁତତମ ଶତକ ମାରିଲେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିଲେ ପାକିସ୍ତାନୀ ଖେଳାଳିଙ୍କ ରେକର୍ଡ ନୂଆଦିଲ୍ଲୀ: ବୈଭବ ସୂର୍ଯ୍ୟବଂଶୀ ବ୍ୟାଟରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ବୈଭବ ଶତକ ମାରିଛନ୍ତି। ଭାରତ ଏବଂ ଇଂଲଣ୍ଡର ୧୯ ବର୍ଷରୁ କମ୍…