ଆଜିର ଖବର “ମହାକାଶ ବିଜ୍ଞାନ କୃଷିରେ ଚମତ୍କାର ପରିବର୍ତ୍ତନ ଆଣିଛି”: କେନ୍ଦ୍ର କୃଷି ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଜାତୀୟ ମହାକାଶ ଦିବସ ଅବସରରେ ନୂଆଦିଲ୍ଲୀର ପୁସା…