ଜାତୀୟ ଖବର NDA ନା ମହାଗଠବନ୍ଧନ, ଏଥର ବିହାରରେ କିଏ ଗଠନ କରିବ ସରକାର?: ଜାଣନ୍ତୁ ପ୍ରତ୍ୟେକ ଦଳର ସ୍ଥିତି ନୂଆଦିଲ୍ଲୀ: ୨୦୨୫ ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ ହେବ। ରାଜ୍ୟର ୧୨୧ ଆସନ ପାଇଁ ଭୋଟ୍ ନଭେମ୍ବର ୬ ତାରିଖରେ ହେବ।…