ଆଜିର ଖବର ନିର୍ବାଚନ ମୋଡ୍ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ ନୂଆଦିଲ୍ଲୀ: ଆସନ୍ତା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳରେ ବଡ଼ ସାଂଗଠନିକ ପରିବର୍ତ୍ତନ ହୋଇଛି। ଅଖିଳ ଭାରତୀୟ କଂଗ୍ରେସ କମିଟି (AICC) ପକ୍ଷରୁ ଜାରି…