ଫଟୋ ଖବର ପ୍ରଦେଶ କଂଗ୍ରେସ ପକ୍ଷରୁ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ ଭୁବନେଶ୍ୱର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ୯୨ତମ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି ।…