ଆଜିର ଖବର ଭୁବନେଶ୍ବରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ବର,୭/୧୨: ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ…