ଆଜିର ଖବର ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର? ନୂଆଦିଲ୍ଲୀ: ଉତ୍ତର ପ୍ରଦେଶରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ୨୭ ଅକ୍ଟୋବର, ୨୦୨୫ ରେ ଆରମ୍ଭ ହୋଇଥିଲା ଏବଂ ୧୦ ଏପ୍ରିଲ, ୨୦୨୬ ରେ ଚୂଡ଼ାନ୍ତ ଭୋଟର…