ଆଜିର ଖବର ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍ ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ୍ରେ ଖେଳାଯିବ। ସିରିଜ୍ରେ ୦-୧…