ଆଜିର ଖବର ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତା: ଓଡ଼ିଶାକୁ ମିଳିଲା ୭ ପଦକ ଭୁବନେଶ୍ଵର: ଉତ୍ତରପ୍ରଦେଶର ମୋଦୀନଗରଠାରେ ଚାଲିଥିବା ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶା ୨ ସ୍ବର୍ଣ୍ଣ, ୧ ରୌପ୍ୟ ଓ ୪ ବ୍ରୋଞ୍ଜ ସମେତ ୭ଟି ପଦକ ଅର୍ଜନ କରିଛି।…