ଆଜିର ଖବର କନ୍ୟାଯାତ୍ରୀ ଭ୍ୟାନ ଓଲଟି ଜଣେ ମୃତ, ୨୮ ଆହତ ରାୟଗଡ଼ା କିନିଡ଼ି ନିକଟରେ ଏକ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ଦୁର୍ଘଟଣାର ଶିକାର ହୋଇଛି। ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ୨୮ଜଣ ଆହତ ହୋଇପଡ଼ିଛନ୍ତି।…