ଆଜିର ଖବର ତିନି ଘଣ୍ଟାର ଅକ୍ଲାନ୍ତ ଉଦ୍ୟମ ପରେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ ସମୀକ୍ଷା ବ୍ୟୁରୋ : ଉତ୍କଳ ବିଶ୍ବବିଦ୍ୟାଳୟ ପରିସରରେ ପରିଜା ଲାଇବ୍ରେରୀ ଛାତରେ ଚଢିଥିବା ଯୁବକଙ୍କୁ ଶେଷରେ ଉଦ୍ଧାର କରାଯାଇଛି । ଦୀର୍ଘ ତିନି ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…