ଆଜିର ଖବର ବିଜୟଙ୍କ ବିୟୋଗରେ ଶୋକ ପ୍ରକଟ କଲେ ମୁଖ୍ୟମନ୍ତ୍ରୀ : ରାଷ୍ଟ୍ର୍ରୀୟ ମର୍ଯ୍ୟାଦାର ସହ ବିଜୟଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ଭୁବନେଶ୍ବର : ଓଡ଼ିଆ ଚଳଚ୍ଚିତ୍ର ଜଗତର ବାଦ୍ଶାହା ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକଟ କରିଛନ୍ତି । ବିଜୟଙ୍କ ଅଭିନୟର ଛାପ…