Vice Presidential candidate

ନୂଆଦିଲ୍ଲୀ: NDA ପ୍ରାର୍ଥୀ ସିପି ରାଧାକୃଷ୍ଣନ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରଥମ ପ୍ରସ୍ତାବକ ହୋଇଛନ୍ତି।…