ଆଜିର ଖବର ଆପଣ ଆପଣଙ୍କ ଗ୍ରାମର ମୋଦୀ: ମେଘାଳୟର ସିଲ୍ମେ ମାରାକଙ୍କୁ କହିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର…