ଜାତୀୟ ଖବର ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ନୀତିଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ନୀତିଶ କୁମାର ଜଣେ…