ଜାତୀୟ ଖବର ବିକଶିତ ଭାରତ ସଂକଳ୍ପ ଯାତ୍ରା ଶିବିରରେ ୨.୭୮ କୋଟିରୁ ଅଧିକ ଆୟୁଷ୍ମାନ କାର୍ଡ ପ୍ରଦାନ ନୂଆଦିଲ୍ଲୀ: ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ଆଜି ସୁଦ୍ଧା ଗ୍ରାମ ପଞ୍ଚାୟତ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାରେ ଆୟୋଜିତ ୨,୩୪,୨୫୯ ଟି ସ୍ୱାସ୍ଥ୍ୟ ଶିବିରରେ…