ଜାତୀୟ ଖବର କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସାମୂହିକ ପ୍ରୟାସ ବିକଶିତ ଭାରତ – ୨୦୪୭ ସ୍ୱପ୍ନକୁ ସାକାର କରିବ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ନୀତି ଆୟୋଗର ନବମ ପରିଚାଳନା ବୈଠକରେ ଅଧ୍ୟକ୍ଷତା କରିଥିଲେ। ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରରେ ଏହି ବୈଠକ ଅନୁଷ୍ଠିତ…