ଜାତୀୟ ଖବର ପଦ୍ମପୁର ଉପନିର୍ବାଚନ ନେଇ ସର୍ବଦଳୀୟ ବୈଠକ, ଭୋଟ ଗ୍ରହଣ ସମୟରେ ହେଲା ପରିବର୍ତ୍ତନ ଭୁବନେଶ୍ୱର: ପଦମ୍ପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି…