ଆଜିର ଖବର ମାଲକାନଗିରିରେ ଦକ୍ଷିଣ ଓଡ଼ିଶାର ପ୍ରଥମ ଜଳକ୍ରୀଡ଼ା ସୁବିଧା ଉଦଘାଟନ ଭୁବନେଶ୍ଵର: ମାଲକାନଗିରି ସତୀଗୁଡା ପରିବେଶ ପର୍ଯ୍ୟଟନସ୍ଥଳୀଠାରେ ଦକ୍ଷିଣ ଓଡ଼ିଶାର ପ୍ରଥମ ଜଳକ୍ରୀଡ଼ା ସୁବିଧା ଉଦଘାଟନ ହୋଇଛି। ବନ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପ୍ରଥମେଶ…