ଜାତୀୟ ଖବର ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ ୱାୟାନାଡ: କେରଳର ୱାୟାନାଡ ଜିଲ୍ଲାର ଏକ ସରକାରୀ ସହାୟତାପ୍ରାପ୍ତ ସ୍କୁଲରେ ହଠାତ୍ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିବା ଘଟଣା ଚିନ୍ତା ବଢ଼ାଇଛି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଜ୍ୱର…