#weather #IMD #Rain

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରର ପ୍ରଭାବରେ ସାରା ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତି…