ଆଜିର ଖବର ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ଵର: ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ତୃଣମୂଳ ସ୍ତରରେ ସେବା ପହଞ୍ଚିବାରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଲେ ତୁରନ୍ତ ତାଙ୍କୁ…